The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

୨୩ରୁ ଉପକୂଳ ଓଡ଼ିଶା ସମେତ ରାଜ୍ୟର କିଛି ସ୍ଥାନରେ ବର୍ଷା

Facebook
Twitter
LinkedIn

ଭୁବନେଶ୍ୱର : ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ । ଦକ୍ଷିଣ ପୂର୍ବ ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ରହିଛି । ଏହା ଆସନ୍ତାକାଲି ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହୋଇ ଅବପାତ ହେବା ସମ୍ଭାବନା । ପରବର୍ତ୍ତୀ ୩ ଦିନ ଯାଏ ଏହା ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରିବ । ଏହା ବାଂଲାଦେଶ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି ।ପ୍ରଭାବରେ ୨୩ରୁ ଉପକୂଳ ଓଡ଼ିଶା ସମେତ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇପାରେ । ୨୪ ଓ ୨୫ ତାରିଖରେ କିଛି ସ୍ଥାନରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଦଶହରାରେ ବଡ ବର୍ଷାର ସମ୍ଭାବନା ନାହିଁ ବୋଲିକହିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login