The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

୨୩ରେ ୱାନ ଇଲେକ୍ସନ ମିଟିଂ

Facebook
Twitter
LinkedIn

ଭୁବନେଶ୍ୱର : ୨୩ ତାରିଖରେ ୱାନ ନେସନ୍ ୱାନ ଇଲେକ୍ସନ କମିଟି ମିଟିଂ । କମିଟିର ପ୍ରଥମ ବୈଠକ ୨୩ରେ ହେବା ନେଇ ସୂଚନା । କମିଟି ଅଧ୍ୟକ୍ଷ ତଥା ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସୂଚନା । ଭୁବନେଶ୍ୱରରେ ଗଣମାଧ୍ୟମକୁ ସୂଚନା ଦେଲେ କୋବିନ୍ଦ । କିଛି ଦିନ ତଳେ ଗୋଟିଏ ଦେଶ, ଗୋଟିଏ ନିର୍ବାଚନକୁ ନେଇ କମିଟି ଗଠନ କରିଛନ୍ତି କେନ୍ଦ୍ର ସରକାର । ଏଥିରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ କମିଟିର ଅଧ୍ୟକ୍ଷ ନିଯୁକ୍ତି କରିଥିଲେ କେନ୍ଦ୍ର ସରକାର। ଏହି କମିଟି ଗୋଟିଏ ଦେଶ, ଗୋଟିଏ ନିର୍ବାଚନକୁ ନେଇ ରିପୋର୍ଟ ପ୍ରସ୍ତୁତ କରି ସରକାରଙ୍କୁ ଦେବ। ଏକ ଘରୋଇ ଇଞ୍ଜିନିୟରିଂ କଲେଜର କାର୍ୟ୍ୟକ୍ରମରେ ଯୋଗଦେବାକୁ ଭୁବନେଶ୍ବର ଆସିଥିବାବେଳେ ଏ ସଂପର୍କରେ କୋବିନ୍ଦ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login