The Ultimate Managed Hosting Platform
ADVERTISEMENT

୨୩୩ କଲେଜ ପ୍ରିନ୍ସପାଲଙ୍କ ଦରମା ବନ୍ଦ

Facebook
Twitter
LinkedIn

ଭୁବନେଶ୍ୱର : ୨୩୩ କଲେଜ ପ୍ରିନ୍ସପାଲଙ୍କ ଦରମା ବନ୍ଦ କଲା ଉଚ୍ଚଶିକ୍ଷା ବିଭାଗ । ମୁଖ୍ୟ କିରାଣି ଓ କିରାଣିଙ୍କ ଦରମା ବନ୍ଦ ପାଇଁ ମଧ୍ୟ ନିଦେ୍ର୍ଦଶ । କର୍ତ୍ତବ୍ୟରେ ଅବହେଳା ପାଇଁ ବିଭାଗ ପକ୍ଷରୁ କା ର୍ଯ୍ୟାନୁଷ୍ଠାନ । ସହକାରୀ ନିଦେ୍ର୍ଦଶକଙ୍କ ଚିଟିର ଉତ୍ତର ଦେଉ ନ ଥିବାରୁ କାର୍ଯ୍ୟାନୁଷ୍ଠାନ ।
ସୂଚନାନୁସାରେ, ବିଭାଗ ପକ୍ଷରୁ ବାରମ୍ବାର ଜଣାଇବା ସତ୍ତ୍ବେ ୨୨୩ ମହାବିଦ୍ୟାଳୟ ଆବଶ୍ୟକ ସୂଚନା ପ୍ରଦାନ କରିବାରେ ବିଫଳ ହୋଇଛନ୍ତି । ଉଚ୍ଚଶିକ୍ଷା ବିଭାଗର ସହକାରୀ ନିର୍ଦେଶକଙ୍କ ଚିଠିର ଉତ୍ତର ଦେଉନଥିବାରୁ ଏହି ମହାବିଦ୍ୟାଳୟ ଅଧ୍ୟକ୍ଷ ଏବଂ ମୁଖ୍ୟ କିରାଣୀ ଓ କିରାଣୀଙ୍କ ବିରୋଧରେ ଏହି ପଦକ୍ଷେପ ନିଆଯାଇଛି । ବିଭାଗୀୟ ଚିଠିର ଉତ୍ତର ନଦେବାର ଅର୍ଥ ହେଉଛି ସରକାରୀ କାର୍ୟ୍ୟ ନିର୍ବାହରେ ବଡ଼ ଅବହେଳା ଏବଂ ବିଭାଗ କର୍ତ୍ତୃପକ୍ଷଙ୍କ ନିର୍ଦେଶ ପାଳନର ବିଫଳତା ବୋଲି କୁହାଯାଇଛି । ଏପରି ଅବହେଳା ପାଇଁ ମେ’ ମାସର ଦରମା ନ ଉଠାଇବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login