The Ultimate Managed Hosting Platform
ADVERTISEMENT

୨୪ ଘଣ୍ଟାରେ ଅବପାତର ରୂପ ନେବ ଲଘୁଚାପ

Facebook
Twitter
LinkedIn

ଭୁବନେଶ୍ୱର : ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ତଚ୍ଛସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘନୀଭୂତ । ଉତ୍ତର ଆନ୍ଧ୍ର-ଦକ୍ଷିଣ ଓଙ୍ଗିଶା ଉଫକୂଳ ସମୁଦ୍ର ଅଞ୍ଚଳରେ ସୁଦୃଶ ଲଘୁଚାପ । ଆଗାମୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଅବପାତ ସମ୍ଭାବନା । ଧିରେ ଧିରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ ଅବପାତ । ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଙ୍ଗିଶା ଦେଇ ଅତିକ୍ରମ କରିବା ସମ୍ଭାବନା । ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା । କିଛି ସ୍ଥାନରେ ମୂଷଳ ଧାରାରେ ବର୍ଷା ହୋଇପାରେ ।ଆଜି ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଗଞ୍ଜାମ, ଗଜପତି, ପୁରୀ, ରାୟଗଡା, ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login