The Ultimate Managed Hosting Platform
ADVERTISEMENT

୨୪ ଘଣ୍ଟାରେ ଅବପାତ !

Facebook
Twitter
LinkedIn

ଭୁବନେଶ୍ୱର : ୨୪ ଘଣ୍ଟାରେ ଅବପାତରେ ପରିଣତ ହୋଇପାରେ ଲଘୁଚାପ । ସକ୍ରିୟ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଅବପାତ ସମ୍ଭାବନା । ପ୍ରବଳ ବର୍ଷା ସମ୍ଭାବନା । ଓଡିଶାକୁ ରେଡ ଆଲର୍ଟ ଜାରି । ଉତ୍ତର ମଧ୍ୟପ୍ରଦେଶର ମଧ୍ୟ ଭାଗ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟ ଏକ ଘୂର୍ଣ୍ଣିବଳୟ ଉତ୍ତର ବଙ୍ଗୋପସାଗର ଉପରେ । ଦୁଇ ଦୁଇଟି ଘୂର୍ଣ୍ଣିବଳୟ ପ୍ରଭାବରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି କ୍ଷ
ଗୋଟିଏ ଲଘୁଚାପ କ୍ଷେତ୍ର ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ । ଅନ୍ୟ ଏକ ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ ସୃଷ୍ଟି ହେବ । ଏହାର ପ୍ରଭାବରେ ରାଜ୍ୟରେ ପୁଣି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୩ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login