The Ultimate Managed Hosting Platform
ADVERTISEMENT

୨୪ ଘଣ୍ଟାରେ ଛୁଇଁବ ମୈାସୁମୀ

Facebook
Twitter
LinkedIn

ଭୁବନେଶ୍ୱର : ୨୪ ଘଣ୍ଟାରେ କେରଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୈାସୁମୀ ବାୟୁ । ମୈାସୁମୀ କେରଳ ଛୁଇଁବା ପାଇଁ ପାଗ ଅନୁକୂଳ । ୧୬ ବର୍ଷ ପରେ ଏଥର ସଅଳ କେରଳ ଛୁଇଁବ ମୈାସୁମୀ । ୨୦୦୯ ମେ ୨୩ରେ କେରଳ ଛୁଇଁଥିଲା ମୈାସୁମୀ । ସାଧାରଣତଃ ଜୁନ ଦ୍ବିତୀୟ ସପ୍ତାହରେ ମୌସୁମୀ ଓଡ଼ିଶା ଛୁଇଁଥାଏ । ତେବେ ଏଥର ସଅଳ ମୌସୁମୀ ଆସିଥିବାରୁ ଜୁନ ପ୍ରଥମ ସପ୍ତାହରେ ଦକ୍ଷିଣ-ପଶ୍ଚିମ ମୌସୁମୀ ଓଡ଼ିଶା ସ୍ପର୍ଶ କରିପାରେ ବୋଲି ଆକଳନ କରାଯାଇଛି। ୧୩ ତାରିଖରେ ଆଣ୍ଡାମାନ ସାଗରରେ ପ୍ରବେଶ କରିଥିଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର ସମେତ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ ଓ ଆଣ୍ଡାମାନ ସାଗର ଅଞ୍ଚଳକୁ ଅଗ୍ରସର ହୋଇସାରିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login