The Ultimate Managed Hosting Platform
ADVERTISEMENT

୨୪ ଘଣ୍ଟାରେ ବାହାରିଲେ ୧୦୩୩ କରୋନା ପଜିଟିଭ୍

Facebook
Twitter
LinkedIn

କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୨ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୦୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ସେହିପରି ୪୩ ଜଣଙ୍କ ମୃତ୍ୟୁ ଘଟିଛି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login