The Ultimate Managed Hosting Platform
ADVERTISEMENT

୨୪ ମାଓବାଦୀଙ୍କ ଆତ୍ମସମର୍ପଣ

Facebook
Twitter
LinkedIn

ମାଲକାନଗିରି : ବିଜାପୁର ମାଓ ସଂଗଠନକୁ ବଡ ଧକ୍କା । ପଶ୍ଚିମ ବସ୍ତର ଡିଭିଜନର ୨୪ ମାଓବାଦୀଙ୍କ ଆତ୍ମସମର୍ପଣ । ଛତିଶଗଡ ସରକାରଙ୍କ ନିକଟରେ ଆତ୍ମସମର୍ପଣ କଲେ । ଏପ୍ରିଲ ୨୧ ତାରିଖରୁ ତେଲେଙ୍ଗାନା ସୀମା ବିଜାପୁରରେ ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଥିବାବେଳେ ଲଗାତାର ମାଓ ସମର୍ପଣ ଖବର ଆସୁଛି । ବିଜାପୁର ପୋଲିସ ଅଧୀକ୍ଷକ ଜିତେନ୍ଦ୍ର କୁମାର ଯାଦବଙ୍କ ସୂଚନା ମୁତାବକ , ସରେଣ୍ଡର କରିଥିବା ମାଓବାଦୀ ଅମାନବାୟ ମାଓ ଚିନ୍ତାଧାରା, ସ୍ଥାନୀୟ ଆଦିବାସୀଙ୍କ ଉପରେ ଅଯଥା ଅତ୍ୟାଚାରକୁ ନେଇ ଅତିଷ୍ଠ ହୋଇପଡିଛନ୍ତି । ସେମାନେ ସରକାରଙ୍କ ଦ୍ବାରା ଆରମ୍ଭ ହୋଇଥିବା ’ଭଲ ଗାଁ’ ଅଭିଯାନ ଦ୍ବାରା ପ୍ରଭାବିତ ହୋଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login