The Ultimate Managed Hosting Platform
ADVERTISEMENT

୨୫ରେ ଆଉ ଏକ ଘୂର୍ଣ୍ଣିବଳୟ !

Facebook
Twitter
LinkedIn

ଭୁବନେଶ୍ୱର :ଆସନ୍ତା ୨୫ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ୨୩ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ସମ୍ଭାବନା । ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ।
ସକ୍ରିୟ ଲଘୁଚାପ ପ୍ରଭାବରେ ଲାଗି ରହିଛି ବର୍ଷା । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର ଓ ନୂଆପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାର କିଛି ସ୍ଥାନରେ ମୂଷଳଧାରାରେ ବର୍ଷା ହୋଇପାରେ । ୧୨ ଜିଲ୍ଲାକୁ ଦିଆଯାଇଛି ୟେଲୋ ସତର୍କତା । କିଛି ସ୍ଥାନରେ ୭ରୁ ୨୦ ସେମି ଯାଏ ବର୍ଷା ସମ୍ଭାବନା ରହିଛି । ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ସହରାଞ୍ଚଳ ଓ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଉପୁଜିପାରେ । ଏଥିପାଇଁ ଲଘୁଚାପ ଓ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଜିଲ୍ଲାପାଳମାନଂକୁ ଆଲର୍ଟ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର । ଆସନ୍ତାକାଲି ବର୍ଷା ପ୍ରଭାବ କମିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login