ଭୁବନେଶ୍ୱର : ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୫ ରୁ ୨୮ ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ସମ୍ଭାବନା । ଆସନ୍ତା ୪୮ ଘଣ୍ଟାରେ ଘନୀଭୂତ ହେବା ନେଇ ପାଣିପାଗ କେନ୍ଦ୍ର ସୂଚନା । ପ୍ରାୟ ସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ଓ ୩୦ ରୁ ୪୦ କିମି ପବନ ପୂର୍ବାନୁମାନ । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ । ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ ପରାମର୍ଶ ।
Views: 51