The Ultimate Managed Hosting Platform
ADVERTISEMENT

୨୬ ଯାଏଁ ବର୍ଷା ସମ୍ଭାବନା

Facebook
Twitter
LinkedIn

ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା । ଆଜି ଓ କାଲି ୧୭ ଜିଲ୍ଲାକୁ ବିର୍ଷା ନେଇ ୟେଲୋ ୱାର୍ଣ୍ଣିଂ । ଝଡବର୍ଷା ସହ ୩୦ ରୁ ୪୦ କିମି ବେଗରେ ବହିପାରେ ପବନ । କୋରାପୁଟ , ମାଲକାନଗିରି , ରାୟଗଡା , ଗଜପତି , ଗଞ୍ଜାମ , କନ୍ଧମାଳ , କଳାହାଣ୍ଡି , ନବରଙ୍ଗପୁରରେ ଘଡଘଡି ସହ ବର୍ଷା ସମ୍ଭାବନା । ନୟାଗଡ , ଖୋର୍ଦ୍ଧା , କଟକ, ପୁରୀ , ନୂଆପଡା , ବଲାଙ୍ଗୀର , ମୟୁରଭଞ୍ଜ, କେନ୍ଦୁଝରର କେତେକ ସ୍ଥାନରେ ଝଡବର୍ଷା ସମ୍ଭାବନା । ୨୨ ରୁ ୨୩ ୧୯ ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି । ୨୩ ରୁ ୨୪ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ । ଘଡଘଡି ସହ ଝଡବର୍ଷା ସମ୍ଭାବନା । ୪୦ ରୁ ୫୦ କିମି ବହିପାରେ ପବନ । ୨୪ ରୁ ୨୫ ୨୧ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ । ୨୫ ରୁ ୨୬ ରେ ୭ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login