The Ultimate Managed Hosting Platform
ADVERTISEMENT

୨୭ରେ ସ୍କୁଲ , କଲେଜ ଛୁଟି

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତା ୨୭ ତାରିଖରେ ରାଜ୍ୟରେ ସବୁ ସ୍କୁଲ ,କଲେଜ ଛୁଟି । ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ଛୁଟି ଘୋଷଣା । ସ୍କୁଲ, କଲେଜ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଚତୁର୍ଥ ଶନିବାର ଯୋଗୁଁ ସରକାରୀ ଅଫିସ ମଧ୍ୟ ବନ୍ଦ ରହିବ । ବିପୁଳ ଉତ୍ସାହ ଓ ଭକ୍ତି ଭାବନା ସହ ଅନୁଷ୍ଠିତ ହେଉଛି ଲୋକାର୍ପଣ ଉତ୍ସବ । ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ଦୃଷ୍ଟିରେ ରଖି ଆସନ୍ତା ୨୭ ତାରିଖକୁ ଛୁଟି ଘୋଷଣା ଘୋଷଣା କରିଛନ୍ତି ରାଜ୍ୟ ସରକାର । ଏହି ଦିନ ସାରା ରାଜ୍ୟର ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହି ଦିନ ଚତୁର୍ଥ ଶନିବାର ପଡୁଥିବାରୁ ସମସ୍ତ ସରକାରୀ ଅଫିସ ମଧ୍ୟ ବନ୍ଦ ରହିବ । କାର୍ୟ୍ୟକ୍ରମରେ ଭକ୍ତମାନେ ଆନନ୍ଦର ସହ ଯୋଗଦାନ କରି ମା’ଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login