The Ultimate Managed Hosting Platform
ADVERTISEMENT

୨୭ ନୁହଁ ୨୬ରେ ସାବିତ୍ରୀ ଛୁଟି

Facebook
Twitter
LinkedIn

ଭୁବନେଶ୍ୱର : ମେ ୨୭ ପରିବର୍ତ୍ତେ ୨୬ରେ ସାବିତ୍ରୀ ଅମାବାସ୍ୟା ଛୁଟି । ମେ ୨୬ରେ ସାବିତ୍ରୀ ଆମାବାସ୍ୟା ଛୁଟି ନେଇ ଘୋଷଣା । ମେ ୨୬ ତାରିଖରେ ସାବିତ୍ରୀ ଆମାବାସ୍ୟା ପାଳନ ନିଷ୍ପତ୍ତି । ସାବିତ୍ରୀ ଛୁଟି ମେ ୨୭ ତାରିଖରେ ସ୍ଥିରୀକୃତ ହୋଇଥିଲା । ମେ ୨୭ରେ ଖୋଲା ରହିବ ସମସ୍ତ ସରକାରୀ ଅଫିସ । ସାବିତ୍ରୀ ଛୁଟି ପରିବର୍ତ୍ତନ ନେଇ ସରକାରଙ୍କ ନିଷ୍ପତ୍ତି । ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ’ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା । ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ । ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଗଲା । ୨୭ ତାରିଖରେ ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ କାର୍ୟ୍ୟାଳୟ ଓ ଅନୁଷ୍ଠାନ ଖୋଲା ରହିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login