The Ultimate Managed Hosting Platform
ADVERTISEMENT

୨୭ ଯାଏଁ ନିସ୍ତାର ନାହିଁ !

Facebook
Twitter
LinkedIn

ଭୁବନେଶ୍ୱର : ଆହୁରି ୪ ଦିନ ଜଳିବ । ୨୭ ତାରିଖ ଯାଏଁ ତାତିରୁ ନିସ୍ତାର ନାହିଁ । ପାଣିପାଗ କେନ୍ଦ୍ର ନିଦେ୍ର୍ଦଶିକା ମନୋରମା ମହାନ୍ତିଙ୍କ ସୂଚନା । ୨୪, ୨୫ରେ ଉତ୍ତର ଓ ଉପକୂଳରେ ଗ୍ରୀଷ୍ମପ୍ରବାହ ନେଇ ୟେଲୋ ୱାର୍ଣ୍ଣିଂ ଜାରି । ୨୬ ଓ ୨୭ରେ ରାଜ୍ୟରେ ଗ୍ରାଷ୍ମପ୍ରବାହ ସ୍ଥିତି ଗମ୍ଭୀର । ୨୬ରେ ସିଭିୟର ହିଟ ୱେଭ ନେଇ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ । ୨୭ରେ ସିଭିୟର ହିଟ୍ ୱେଭ ନେଇ ୧୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ଦିନ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବା ନେଇ ପୂର୍ବାନୁମାନ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login