ଭୁବନେଶ୍ୱର: ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା । ବଙ୍ଗୋପସାଗର ଏବଂ ଓଡିଶା ନିକଟବର୍ତ୍ତୀ ଉପକୂଳ ଅଞ୍ଚଳରେ ଲଘୁଚାପ ସୃଷ୍ଟି । ୨୫ ତାରିଖରେ ବଙ୍ଗୋପସାଗର ଉପରେ ଆଉ ଲଘୁଚାପ ସୃଷ୍ଟି ସମ୍ଭାବନା । ୨୭ରେ ଅବପାତରେ ପରିଣତ ହୋଇ ଦକ୍ଷିଣ ଓଡିଶା ଓ ଆନ୍ଧ୍ରପ୍ରବେଶ ଅତିକ୍ରମ କରିପାରେ । ପ୍ରଭାବରେ ଓଡିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା । ଘଡଘଡି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗର ସୂଚନା ।
Views: 64











