The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

୨୮ ଯାଏଁ ବର୍ଷା ପୂର୍ବାନୁମାନ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଆଗାମୀ ୨୮ ଯାଏଁ ବର୍ଷା ନେଇ ଆକଳନ । ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ଘୂର୍ଣ୍ଣି ଝଡ ଆଶଙ୍କା । ୨୪ ତାରିଖରେ ରାଜ୍ୟର ୧୮ଟି ଜିଲ୍ଲାର କିଛି ସ୍ଥାନରେ ବର୍ଷିବ । ରାଜ୍ୟର ୮ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି । ୨୪ ତାରିଖରେ ରାଜ୍ୟର ୧୮ଟି ଜିଲ୍ଲାର କିଛି ସ୍ଥାନରେ ବର୍ଷିବ । ୨୬ ତାରିଖରେ ରାଜ୍ୟର ୯ ଟି ଜିଲ୍ଲାର କିଛି ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ୨୭ ତାରିଖରେ ରାଜ୍ୟର ୨୧ଟି ଜିଲ୍ଲାର କିଛି ସ୍ଥାନରେ ବର୍ଷିବ । ରାଜ୍ୟର ୧୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୮ ତାରିଖ ପାଇଁ ୬ ଟି ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହେବାନେଇ ପୂର୍ବାନୁମାନ କରାଯାଇଛି । ରାଜ୍ୟର ୧୯ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଗଛରେ ପିଟି ହେଲା କାର , ବ୍ୟାଙ୍କ ମ୍ୟାନେଜରଙ୍କ ଚାଲିଗଲା ଜୀବନ

ବଲାଙ୍ଗୀର : ବଲାଙ୍ଗୀରଜିଲ୍ଲା ବନ୍ଧପଡ଼ା ରାସ୍ତାରେ ଚଳନ୍ତା କାର୍କୁ ଧକ୍କା ଦେଳା ଦ୍ରୁତଗାମୀ ଟ୍ରକ୍। କାର ଦୁର୍ଘଟଣାରେ ବ୍ୟାଟଙ୍କ ମ୍ୟାନେଜରଙ୍କ ମୃତ୍ୟୁ ଘଟିଛି। ଟ୍ରକ୍ ଦୁର୍ଘଟଣାର ସାମ୍ନା...

ADVERTISEMENT
ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ପାକିସ୍ତାନକୁ ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା !

ନୂଆଦିଲ୍ଲୀ : ପାକିସ୍ତାନକୁ ୨ବିଲିୟନ ଡଲାରର ଅସ୍ତ୍ରଶସ୍ତ୍ର ପଠାଇଥିଲା ଆମେରିକା। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ଶୁଳ୍କ ଲାଗୁ ନେଇ ଆରମ୍ଭ ହୋଇଥିବା ଉତ୍ତେଜନା...

Login