The Ultimate Managed Hosting Platform
ADVERTISEMENT

୨୮ ରେ ଶପଥ ନେବେ ହେମନ୍ତ ସୋରେନ

Facebook
Twitter
LinkedIn

ରାଞ୍ଚି: ଲଗାତାର ଦ୍ବିତୀୟ ଥର ପାଇଁ ଝାଡ଼ଖଣ୍ଡରେ ଜେଏମ୍ଏମ୍ ନେତୃତ୍ବାଧୀନ ମେଣ୍ଟ ବିଜୟ ହାସଲ କରିବା ଦିନକ ପରେ ଆଜି ଜେଏମ୍ଏମ୍ କାର୍ୟ୍ୟକାରୀ ସଭାପତି ହେମନ୍ତ ସୋରେନ ରାଜ୍ୟପାଳ ସନ୍ତୋଷ ଗଙ୍ଗୱାରଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ସହ ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିଛନ୍ତି। ଜେଏମ୍ଏମ୍ ବିଧାୟକମାନେ ସର୍ବସମ୍ମତିକ୍ରମେ ସୋରେନଙ୍କୁ ବିଧାୟକ ଦଳ ନେତା ନିର୍ବାଚିତ କରିବା ପରେ ନୂଆ ସରକାର ଗଠନ ପାଇଁ ପ୍ରସ୍ତୁତି ତ୍ବରାନ୍ବିତ ହୋଇଛି। ଆସନ୍ତା ୨୮ତାରିଖରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ ବୋଲି ସୋରେନ କହିଛନ୍ତି। ରାଜ୍ୟପାଳଙ୍କୁ ଭେଟିବା ପରେ ସେ କହିଛନ୍ତି, ମୁଁ ସରକାର ଗଠନ ପାଇଁ ଦାବି କରିଛି ଏବଂ ରାଜ୍ୟପାଳଙ୍କୁ ମେଣ୍ଟ ସହଯୋଗୀଙ୍କ ସମର୍ଥନପତ୍ର ପ୍ରଦାନ କରିଛି। ଡ଼ଖଣ୍ଡରେ ବିଜେପି ମାତ୍ର ୨୧ଟି ଆସନରେ ବିଜୟୀ ହୋଇଥିବା ବେଳେ ଏହାର ଏନଡିଏ ସହଯୋଗୀ ଦଳମାନକୁ ୩ଟି ଆସନ ମିଳିଛି। ରାଜ୍ୟରେ ସଂଖ୍ୟାଗରିଷ୍ଠତା ସଂଖ୍ୟା ୪୧ ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login