The Ultimate Managed Hosting Platform
ADVERTISEMENT

୨୯ରୁ ଭୁବନେଶ୍ୱର-ଗୈାହାଟି ବିମାନ

Facebook
Twitter
LinkedIn

ଭୁବନେଶ୍ୱର : ଅକ୍ଟୋବର ୨୯ରୁ ଭୁବନେଶ୍ୱର-ଗୈାହାଟି ବିମାନ ସେବା । ଭୁବନେଶ୍ୱରରୁ ଦୈନିକ ଗୈାହାଟି ଚଳାଚଳ କରିବ ବିମାନ । ଇଣ୍ଡିଗୋ ଏୟାରଲାଇନ୍ସ ପକ୍ଷରୁ ଦୈନିକ ଚାଲିବ ବିମାନ । ଦେଢ ଘଣ୍ଟାରେ ଭୁବନେଶ୍ୱରରୁ ଗୌହାଟୀ ପହଞ୍ଚିବେ ଯାତ୍ରୀ ।ଆଗକୁ ଜମ୍ମୁ, ଚଣ୍ଡିଗଡ ଏବଂ ସୁରଟକୁ ସିଧାସଳଖ ଉଡିପାରେ ବିମାନ । ଯାତ୍ରୀଙ୍କ ଡିମାଣ୍ଡ ଦେଖି ଏୟାରପୋର୍ଟ କର୍ତ୍ତୃପକ୍ଷ ନେବେ ନିଷ୍ପତ୍ତି । ଯାତ୍ରୀଙ୍କ ଭିଡକୁ ଦେଖି ଯୋଜନା କରୁଛନ୍ତି ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର କର୍ତ୍ତୃପକ୍ଷ । ପୂର୍ବରୁ ଓଡ଼ିଶା ସହ ଯୋଡି ହୋଇଛି ୨୦ଟି ଡେଷ୍ଟିନେସନ । ଦୈନିକ ୧୩ ହଜାରରୁ ଅଧିକ ଯାତ୍ରୀ କରୁଛନ୍ତି ଯିବା ଆସିବା । ଗୌହାଟୀକୁ ସିଧା ବିମାନ ସେବାରେ ଖୁସି ପ୍ରକଟ କରିଛନ୍ତି ଯାତ୍ରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୀପାବଳି ପାଇଁ କଟକଣା ; ସନ୍ଧ୍ୟା ୭ଟାରୁ ୯ଟାଯାଏଁ ଫୁଟାଇବେ ବାଣ

ଦୀପାବଳି ପାଇଁ କଟକଣା ; ସନ୍ଧ୍ୟା ୭ଟାରୁ ୯ଟାଯାଏଁ ଫୁଟାଇବେ ବାଣ

ଭୁବନେଶ୍ୱର : ଚଳିତବର୍ଷ ଅକ୍ଟୋବର ୨୦ ତାରିଖରେ ସାରା ଦେଶ ପାଳନ କରିବ ଦୀପାବଳି । ତେବେ ପ୍ରତିଥର ବାଣକୁ ନେଇ ଗାଇଡଲାଇନ୍ ଆସୁଥିବା ବେଳେ ଚଳିତବର୍ଷ...

ADVERTISEMENT

Login