The Ultimate Managed Hosting Platform
ADVERTISEMENT

୨୯ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

Facebook
Twitter
LinkedIn

ଭୁବନେଶ୍ୱର : ୨୯ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସର୍ବଭାରତୀୟ ଡିଜିପି ଓ ଆଇଜି ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ୨୯ ତାରିଖରେ ଭୁବନେଶ୍ବରରେ ପହଞ୍ଚିବେ । ସେହିପରି ଦେଶର ବିଭିନ୍ନ ରାଜ୍ୟରୁ ୯୫ ଜଣ ଡିଜି ଓ ଆଇଜି ପାହ୍ୟାର ଅଧିକାରୀ ସମ୍ମିଳନୀରେ ଯୋଗ ଦେବେ । ସମ୍ମିଳନୀରେ ଆଭ୍ୟନ୍ତରୀଣ ସୁରକ୍ଷା, ସାଇବର ସୁରକ୍ଷା ଓ ବୈଷୟିକ ଜ୍ଞାନ କୌଶଳ ପ୍ରୟୋଗ, କାଉଣ୍ଟର ଟେରୋରିଜିମ ଓ ମାଓ ସମସ୍ୟା ମୁକାବିଲା ପ୍ରସଙ୍ଗରେ ଆଲୋଚନା ହେବ । ସେହିପରି ଜେଲ ସଂସ୍କାର ଓ ବିଭିନ୍ନ ରାଜ୍ୟର ସର୍ବୋତ୍କୃଷ୍ଟ ପୋଲିସ ବ୍ୟବସ୍ଥା ଆଦି ପ୍ରମୁଖ ମଧ୍ୟ ସ୍ଥାନ ପାଇବ । ଏଥିପାଇଁ ଅତିଥି ଭବନରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଅତିଥି ଭବନର ସବୁ ରୁମକୁ ରିଜର୍ଭ ରଖାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login