The Ultimate Managed Hosting Platform
ADVERTISEMENT

୨ ଥର ହେବ ଜେଇଇ ମେନ୍ : ମାର୍ଚ୍ଚ ୧ରୁ ୩୧ ଯାଏଁ କରିପାରିବେ ଆବେଦନ

Facebook
Twitter
LinkedIn

ଭୁବନେଶ୍ୱର : ଗତ ବର୍ଷ ୨ ଥର ହେବ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍ । ୨୦୨୨ ବର୍ଷ ପାଇଁ ପ୍ରଥମ ଓ ଦ୍ୱିତୀୟ ଜେଇଇ (ମେନ୍‌) ତାରିଖ ଘୋଷଣା ହୋଇଛି । ଏପ୍ରିଲ ୧୬ ରୁ ୨୧ ପ୍ରଥମ ପର୍ଯ୍ୟାୟ ପରୀକ୍ଷା ହେବାକୁ ଥିବା ବେଳେ ମେ ୨୪ରୁ ୨୯ ହେବ ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷା ହେବ ।
ସୂଚନା ଅନୁଯାୟୀ, ତେବେ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌‌ ପାଇଁ ମାର୍ଚ୍ଚ ୧ରୁ ଆରମ୍ଭ ହୋଇ ୩୧ ତାରିଖ ପର୍ଯ୍ୟାୟ ଚାଲିବ । ଏହି ସମୟ ମଧ୍ୟରେ ଆବଦେନ କରିପାରିବେ ଛାତ୍ରଛାତ୍ରୀ । ୨ଟି ସିଫ୍ଟରେ ହେବ ପରୀକ୍ଷା । ତେବେ ଏନେଇ ନ୍ୟାସନାଲ୍‌‌ ଟେଷ୍ଟିଂ ଏଜେନ୍ସି (ଏନ୍‌‌ଟିଏ) ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

Login