The Ultimate Managed Hosting Platform
ADVERTISEMENT

୨ ନାବାଳିକାଙ୍କୁ ଗଣଦୁଷ୍କର୍ମ କରି ଫେରାର, ପରିବାରକୁ ଦେଲେ ହତ୍ୟା ଧମକ

Facebook
Twitter
LinkedIn

କଳାହାଣ୍ଡି : ୨ ନାବାଳିକାଙ୍କୁ ଗଣଦୁଷ୍କର୍ମ । ନାଟକ ଦେଖି ଫେରୁଥିବା ସମୟରେ ୨ ଜଣ ନାବାଳିକାଙ୍କୁ ଗଣଦୁଷ୍କର୍ମ କଲେ ୪ ଯୁବକ। ଘଟଣାଟି ଘଟିଛି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ଅଞ୍ଚଳର। ବିଜେପୁର ଥାନାରେ ଅଭିଯୋଗ କରିଛନ୍ତି ପରିବାର ଲୋକେ। ଅଭିଯୋଗ ଅନୁସାରେ, ଲାଞ୍ଜିଗଡ଼ ଥାନା ଅଞ୍ଚଳର ଦୁଇ ଜଣ ନାବାଳିକା ଗତକାଲି ବିଳମ୍ବିତ ରାତିରେ ନାଟକ ଦେଖି ଘରକୁ ଫେରୁଥିଲେ। ଏହି ସମୟରେ ୪ଜଣ ଯୁବକ ସେମାନଙ୍କୁ ବାଟରେ ଅଟକାଇଥିଲେ। ପରେ ୨ ଜଣ ନାବାଳିକାଙ୍କୁ ୪ଜଣ ଯୁବକ ଟେକି ନେଇ ଗଣଦୁଷ୍କର୍ମ କରିଥିଲେ। ଦୁଇ ଜଣ ନାବାଳିକାଙ୍କୁ ଯୁବକମାନେ ଗଣଦୁଷ୍କର୍ମ କରିବା ପରେ ସେଠାରୁ ଚମ୍ପଟ ମାରିଥିଲେ ଅଭିଯୁକ୍ତ । ଘଟଣା ସମ୍ପର୍କରେ କାହାକୁ କହିଲେ ସେମାନଙ୍କ ପରିବାର ଲୋକଙ୍କୁ ମାରିଦେବେ ବୋଲି ଅଭିଯୁକ୍ତମାନେ ଧମକ ଦେଇ ଫେରାର ହୋଇଯାଇଥିଲେ। ବିଜେପୁର ପୋଲିସ ଘଟଣାର ତଦନ୍ତ କରୁଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login