The Ultimate Managed Hosting Platform
ADVERTISEMENT

୨ ପୋଲିଂ ଅଫିସର ସସପେଣ୍ଡ

Facebook
Twitter
LinkedIn

ଭୁବନେଶ୍ବର : ଓଡ଼ିଶାରେ ଚାଲିଛି ପ୍ରଥମ ପର୍ୟ୍ୟାୟ ମତଦାନ। ତେବେ ନିର୍ବାଚନ କାର୍ୟ୍ୟରେ ଅବହେଳା ପାଇଁ ୨ ପୋଲିଂ ଅଧିକାରୀ ନିଲମ୍ବିତ । କଳାହାଣ୍ଡି ନର୍ଲାର ଏକ ପୋଲିଂ ବୁଥରେ ନିୟୋଜିତ ଥିବା ତେଜଂସୁ ଶାହ ସସପେଣ୍ଡ। ସେହିଭଳ ଗଞ୍ଜାମ ଜିଲ୍ଲାର ଜଣେ ପୋଲିଂ ଅଧିକାରୀଙ୍କୁ ମଧ୍ୟ ସସ୍ପେଣ୍ଡ କରାଯାଇଛି। ଉଭୟଙ୍କୁ କାର୍ୟ୍ୟରେ ଅବହେଳା ପାଇଁ କାର୍ୟ୍ୟାନୁଷ୍ଠାନ ନିଆଯାଇଥିବା କହିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ । ସକାଳ ୬ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ଯାଏଁ ଚାଲିବ ମତଦାନ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login