ମାଲକାନଗିରି : ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିହତ । ଛତିଶଗଡ ସୀମାନ୍ତ ସୁକମା ଜିଲ୍ଲା ତାଡମେଟରା ଜଙ୍ଗଲରେ ନିହତ । ଆହୁରି ଅନେକ ମାଓବାଦୀ ଆହତ ହୋଇଥିବା ଅନୁମାନ କରାଯାଉଛି । ମାଓବାଦୀଙ୍କ ଉପସ୍ଥିତି ନେଇ ସୂଚନା ପାଇବା ପରେ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ । ଗୁଳିବିନିମୟ ପରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି। ଡିଆରଜି ଓ ସିଆରପିଏଫ୍ ଯବାନମାନେ ସର୍ଚ୍ଚ ଅପରେସନରେ ସାମିଲ ହୋଇଥିଲେ । ଏନେଇ ସୁକମା ଏସପି କିରଣ ଚୌହାନ ସୂଚନା ଦେଇଛନ୍ତି ।
Views: 83