The Ultimate Managed Hosting Platform
ADVERTISEMENT

୩ରେ ରାୟଗଡା ଆସିବେ ରାହୁଲ

Facebook
Twitter
LinkedIn

ଭୁବନେଶ୍ୱର : ମେ ୩ ତାରିଖରେ ଓଡିଶା ଆସିବେ ରାହୁଲ ଗାନ୍ଧି । ମେ ୩ ତାରିଖରେ ରାୟଗଡା ଆସିବେ ରାହୁଲ । ରାହୁଲଙ୍କ ଗସ୍ତ ନେଇ ସୂଚନା ଦେଲେ ଭକ୍ତ ଦାସ । ପ୍ରିୟଙ୍କା ଗାନ୍ଧିଙ୍କ ମଧୟ ନବରଙ୍ଗପୁର ଗସ୍ତ କାର୍ଯ୍ୟକ୍ରମ ରହିଛି । ସାଧାରଣ ସଭାରେ ପ୍ରିୟଙ୍କା ଗାନ୍ଧିଙ୍କ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ତେବେ ନିର୍ଦ୍ଧଷ୍ଟ ଭାବରେ କେବେ ଆସିବେ ପରେ ଜଣାଇ ଦିଆଯିବ ବୋଲି କହିଛନ୍ତି ଭକ୍ତ ଦାସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login