The Ultimate Managed Hosting Platform
ADVERTISEMENT

୩୦୦ ପ୍ରି -ଆକ୍ଟିଭେଟେଡ୍ ସିମ୍ ଜବତ

Facebook
Twitter
LinkedIn

କଟକ : ପୁଣି ବଡ଼ ଧରଣର ସିମ୍ ରାକେଟ୍ ଠାବ । ପ୍ରି ଆକ୍ଟିଭେଟ୍ ସିମ୍ ରାକେଟକୁ ଠାବ କରିଛି କଟକ ସାଇବର ଥାନା ପୋଲିସ ।ସାଇବର ଥାନା ପୋଲିସ ଦ୍ୱାରା ୮୦୦ ସିମ୍ ଜବତ । ୮୦୦ ସିମ୍ ରୁ ୩୦୦ ପ୍ରି-ଆକ୍ଟିଭେଟେଡ୍ ସିମ୍ ଜବତ । ୮ ଜଣ ଗିରଫ ହୋଇଛନ୍ତି । ୭ ଅଭିଯୁକ୍ତ ପୁରୀର , ଘରୋଇ ଟେଲିକମ୍ କମ୍ପାନୀ କର୍ମଚାରୀ ସୂଚନା । ଅଭିଯୁକ୍ତଙ୍କଠାରୁ ୧୬ ମୋବାଇଲ ଓ ୨୬ ଶହ ଟଙ୍କା ଜବତ । ଏହି ରାକେଟରେ ବିଦେଶୀ ଲିଙ୍କ ଥିବା ସନ୍ଦେହ କରାଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login