କନ୍ଧମାଳ : ଆସନ୍ତା ୩୦ ତାରିଖ ଯାଏଁ ବନ୍ଦ ରହିବ କଳିଙ୍ଗା ଘାଟି ରାସ୍ତା । ଗତକାଲି ଦ୍ୱିତୀୟ ଭୂସ୍ଖଳନ ପରେ କନ୍ଧମାଳ ଜିଲ୍ଲାପାଳଙ୍କ ନିଷ୍ପତ୍ତି । କଳିଙ୍ଗା ଘାଟିରେ ସ୍ଥିତି ଅନୁଧ୍ୟାନ ପରେ ଜିଲ୍ଲାପାଳଙ୍କ ନିଷ୍ପତ୍ତି । ଭଞ୍ଜନଗର ଓ ସୁବର୍ଣ୍ଣପୁରରୁ ୨ଟି ଏକ୍ସପର୍ଟ ଟିମ ଯିବ କହିଲେ ଜିଲ୍ଲାପାଳ ।
Views: 40