The Ultimate Managed Hosting Platform
ADVERTISEMENT

୩୦ ହଜାର ରାସନ କାର୍ଡ କଟିଲାଣି –ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ୩୦ ହଜାର ୧୨୫ ଜଣଙ୍କ ରାସନ କାର୍ଡ କଟିଲାଣି । ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ପ୍ରଶ୍ନରେ ଯୋଗାଣ ମନ୍ତ୍ରୀଙ୍କ ଉତ୍ତର । ଇକେୱାଇସିରେ ବାଦ ପଡିଲେଣି ୧ ଲକ୍ଷ ୯ ହଜାର ୮୫୩ ଜଣ । ୬ ଲକ୍ଷ ୩୮ ହଜାର ୯୯୬ ମୃତକ ପାଇଥିଲେ ରାସନ କାର୍ଡ । ୩ ଲକ୍ଷ ୮୭ ହଜାର ୮୧୯ ନୂଆ ହିତାଧିକାରୀ ଯୋଜନାରେ ସାମିଲ । ଅଯୋଗ୍ୟଙ୍କୁ ବାଦ ଦେଇ ନୂଆଙ୍କୁ ସାମିଲ କରୁଛନ୍ତି ସରକାର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login