The Ultimate Managed Hosting Platform
ADVERTISEMENT

୩୧ରେ ନବୀନଙ୍କ ୪ ଜିଲ୍ଲା ଗ୍ରସ୍ତ

Facebook
Twitter
LinkedIn

ଉୁବନେଶ୍ୱର : ୩୧ରେ ନବୀନଙ୍କ ୪ ଜିଲ୍ଲା ଗ୍ରସ୍ତ । ଫସଲହାନି ନେଇ ୪ ଜିଲ୍ଲା ବୁଲିବେ ନବୀନ। ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲା ବୁଲି ଚାଷୀଙ୍କ ସହ କଥା ହେବେ ନବୀନ। ଏହି ଗସ୍ତବେଳେ ସେ ଫସଲହାନି ସ୍ଥିତି ଅନୁଧ୍ୟାନ କରିବେ। ପୁରୀ ଜିଲ୍ଲାର ସତ୍ୟବାଦୀରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ସେ ଭେଟିବେ। ଜଗତସିଂହପୁର ଜିଲ୍ଲା ବାହାରଣା ପଞ୍ଚାୟତର ରତିସିଂହା ଯାଇ ସେଠାରେ ଚାଷୀଙ୍କ ସହ ଆଲୋଚନା କରିବେ। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ଦୋସିଆ ଚାଷୀଙ୍କୁ ବି ଭେଟିବେ ନବୀନ। କଟକ ସାଲେପୁରରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ସେ ଭେଟିବା ସହ ଫସଲ କ୍ଷୟକ୍ଷତି ନେଇ ଅଧିକାରୀଙ୍କ ସହ ସମୀକ୍ଷା କରିବେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login