The Ultimate Managed Hosting Platform
ADVERTISEMENT

୩୧ରେ ନୂଆ ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବ

Facebook
Twitter
LinkedIn

ଭୁବନେଶ୍ୱର : ଓଡିଶାକୁ ମିଳିବ ନୂଆ ରାଜ୍ୟପାଳ । ଆସନ୍ତା ୩୧ ତାରିଖରେ ଶପଥ ନେବେ ନୂଆ ରାଜ୍ୟପାଳ । ୨୯ ତାରିଖରେ ରାଜଭବନରେ ପହଂଚିବେ ରଘୁବର ଦାସ । ଓଡିଶାର ରାଜ୍ୟପାଳ ଦାୟିତ୍ୱ ଗ୍ରହଣ ପୂର୍ବରୁ ପ୍ରତିକ୍ରିୟା ରଖିଛନ୍ତି ନବ ନିଯୁକ୍ତ ରାଜ୍ୟପାଳ ରଘୁବର ଦାସ । କହିଛନ୍ତି କୌଣସି ଦାୟିତ୍ୱ କଠିନ ନୁହେଁ । ନିଷ୍ଠାର ସହ ଦାୟିତ୍ୱ ତୁଳାଇଲେ ଯେତେ ବଡ କାମ ବି ସହଜରେ କରି ହୋଇଥାଏ । ୧୯୮୦ ମସିହାରୁ ଜନତାଙ୍କ ସେବା କରି ଆସୁଥିବା କହିଛନ୍ତି ରଘୁବର ଦାସ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login