The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

୩ ଦିନିଆ ଗସ୍ତରେ ଓଡିଶା ଆସୁଛନ୍ତି ଦ୍ରୈାପଦୀ ମୁର୍ମୁ

Facebook
Twitter
LinkedIn

ଭୁବନେଶ୍ୱର : ଓଡିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁ । ୨୫ ତାରିଖରେ ରାଜଭବନରେ ରାତ୍ରୀ ଯାପନ କରିବେ । ୨୬ ତାରିଖରେ କଟକରେ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦେବାର କାର୍ୟ୍ୟକ୍ରମ ରହିଛି । ପ୍ରଥମେ କଟକ ଚଣ୍ଡୀ ମନ୍ଦିରରେ ଦର୍ଶନ କରିବାର କର୍ୟ୍ୟକ୍ରମ ରହିଛି । ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ଦଶମ ସମାବର୍ତ୍ତନ ସମାରୋହରେ ମଧ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି । ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ହାଇକୋର୍ଟ ମୁଖ୍ୟବିଚାରପତି ଜଷ୍ଟିସ ଏସ ମୁରଲୀଧରଙ୍କ ସହ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେବେ । ୨୭ ତାରିଖରେ ଭୁବନେଶ୍ୱର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ୍ ହାଉସ କମ୍ପ୍ଲେକ୍ସର ଶିଳାନ୍ୟାସ କାର୍ୟ୍ୟକ୍ରମରେ ଯୋଗଦେବେ । ସକାଳ ୧୦ଟା ୪୫ ମିନିଟରେ ଏହି କାର୍ୟ୍ୟକ୍ରମ ଆରମ୍ଭ ହେବ । ବ୍ରହ୍ମକୁମାରୀଙ୍କ କାର୍ଯ୍ୟକ୍ରମ ପରେ ମହାମହିମଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଆୟୋଜନ ହୋଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login