The Ultimate Managed Hosting Platform
ADVERTISEMENT

୩ ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ଜେଲ୍

Facebook
Twitter
LinkedIn

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା ଦୌରା ଜଜଙ୍କ ଅଦାଲତ ଗଣଦୁଷ୍କର୍ମ ମାମଲାର ରାୟ ପ୍ରକାଶ ପାଇଛି। ଚଳନ୍ତା କାରରେ ବିଧବା ମହିଳାଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡ ଶୁଣାଇଛନ୍ତି ଜିଲ୍ଲା ଦୌରା ଜଜ୍ । ୨୯/୧୧/ ୨୦୧୬ ମସିହା ରାଜଗାଙ୍ଗପୁର ଥାନା ଅଞ୍ଚଳର ଜଣେ ବିଧବା ମହିଳା ଲାଞ୍ଜିବେର୍ଣ୍ଣା ସଂପର୍କୀୟଙ୍କ ଘରୁ ନିଜ ଘରକୁ ଫେରିବା ବାଟରେ ପଡୋଶୀ ସୋନୁ ସୋଏ, ଇନ୍ଦ୍ରୁ କେରକେଟା ଓ ପ୍ରବୀଣ ବାରଲା ଏକ କାରରେ ଆସି ଘରକୁ ଛାଡ଼ି ଦେବା ବାହାନାରେ ନେଇ ଘରକୁ ଯିବା ବାଟରେ ଚଳନ୍ତା କାର ଭିତରେ ଦୀର୍ଘ ୪ ଘଣ୍ଟା କାଳ ଜଣକ ପରେ ଜଣେ ଦୁଷ୍କର୍ମ କରିଥିଲେ । ତାପରେ ଘର ନିକଟ ରାସ୍ତା କଡ଼ରେ ଫୋଫାଡି ଦେଇ ଫେରାର ହୋଇଯାଇଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login