ବାରିପଦା : ୩ ଦୁଷ୍କର୍ମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ । କାହ୍ନୁ ମାରାଣ୍ଡି, ବୃନ୍ଦାବନ ନାୟକ, ସୋଲେ ହାଁସଦାଙ୍କୁ ଆଜୀବନ । ୩ ଦୁଷ୍କର୍ମୀ ଦଣ୍ଡାଦେଶ ଶୁଣାଇଲେ ଜିଲ୍ଲା ଦୈାରାଜଜ । ଦିବ୍ୟାଙ୍ଗ ଯୁବତୀଙ୍କୁ ଦୁଷ୍କର୍ମ ମାମଲାରେ ଦଣ୍ଡାଦେଶ । ୨୦୧୮ ମସିହା ବଡସାହି ଥାନାରେ ହୋଇଥିଲା ମାମଲା ।
Views: 158

ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...