ଭୁବନେଶ୍ୱର : +୩ ନାମଲେଖା ପାଇଁ ଫର୍ମ ଦାଖଲ ଅବଧି ବୃଦ୍ଧି । ଜୁନ ୪ ତାରିଖ ରାତି ୧୧ଟା ୪୫ ଯାଏଁ ଫର୍ମ ଦାଖଲ ଅବଧି ବୃଦ୍ଧି । ଜୁନ ୪ ତାରିଖ ରାତି ୧୧ଟା ୪୫ ଯାଏଁ ଫର୍ମ ଦାଖଲ ଅବଧି ବୃଦ୍ଧି । ଫର୍ମ ଦାଖଲ ଅବଧି ବଢାଇଲା ଉଚ୍ଚ ଶିକ୍ଷା ବିଭାଗ । ଅବଧି ବଢାଇବାକୁ ଛାତ୍ରଛାତ୍ରୀ ଓ ଅଭିଭାବକ ଦାବି କରିଥିଲେ । ଜୁନ୍ ୧ ତାରିଖ ରାତି ୧୧.୪୫ରେ ଶେଷ ହୋଇଥିବା ଆବେଦନ ଅବଧିକୁ ଜୁନ୍ ୪ ତାରିଥ ରାତି ୧୧. ୪୫ ପର୍ୟ୍ୟନ୍ତ ବୃଦ୍ଧି କରାଯାଇଛି । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆବେଦନକାରୀମାନଙ୍କୁ ବର୍ଦ୍ଧିତ ସମୟସୀମା ମଧ୍ୟରେ ପ୍ରକ୍ରିୟା ସମାପ୍ତ କରିବାକୁ ପରାମର୍ଶ ଦିଆଯାଇଛି ।
Views: 23