The Ultimate Managed Hosting Platform
ADVERTISEMENT

୩ ନେତାଙ୍କୁ ଝାରସୁଗୁଡା ଦାୟିତ୍ୱ

Facebook
Twitter
LinkedIn

ଭୁବନେଶ୍ୱର : ଝାରସୁଗୁଡା ଉପନିର୍ବାଚନ ପାଇଁ ୩ ନେତାଙ୍କୁ ଦାୟିତ୍ୱ ଦେଲା ବିଜେଡି । ପ୍ରସନ୍ନ ଆଚାର୍ଯ୍ୟ , ଦେବୀ ମିଶ୍ର , ସାରଦା ନାୟକଙ୍କୁ ପର୍ଯ୍ୟବେକ୍ଷକ ନିଯୁକ୍ତ । ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁସାରେ ଏହି ୩ ବରିଷ୍ଠ ନେତାଙ୍କୁ ନିଯୁକ୍ତ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ଆସନ୍ତ ମେ’ ୧୦ରେ ଝାରସୁଗୁଡ଼ା ଉପନିର୍ବାଚନ ହେବାକୁ ଥିବାବେଳେ ମେ’ ୧୩ରେ ଭୋଟ୍ ଗଣତି ହେବ । ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି ବିଜୁ ଜନତା ଦଳ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ଆମେରିକାରେ ଗୁଳିକାଣ୍ଡ, ୩ ଜଣଙ୍କର ଜୀବନ ଯାଇଥିବା ବେଳେ ୧୦ ଜଣ ଆହତ

ନୂଆଦିଲ୍ଲୀ : ଆମେରିକାରେ ପୁଣି ଥରେ ଗୁଳିକାଣ୍ଡର ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ସୋମବାର ସକାଳେ ଦକ୍ଷିଣ ଫିଲାଡେଲଫିଆର ଏକ ଅଞ୍ଚଳରେ ଗୁଳିକାଣ୍ଡ...

ADVERTISEMENT

Login