The Ultimate Managed Hosting Platform
ADVERTISEMENT

୩ ପାକିସ୍ତାନୀ ଆତଙ୍କୀଙ୍କ ପୋଷ୍ଟର ଜାରି, ସୂଚନା ଦେଲେ ୨୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

Facebook
Twitter
LinkedIn

ନୂଆଦିଲ୍ଲୀ : ପହଲଗାମ ଆତଙ୍କୀ ହମଲାରେ ସମ୍ପୃକ୍ତ ଆତଙ୍କୀଙ୍କ ପୋଷ୍ଟର ଜାରି । ୩ ପାକିସ୍ତାନୀ ଆତଙ୍କୀଙ୍କ ପୋଷ୍ଟର ଜାରି କଲା ସୁରକ୍ଷା ଏଜେନ୍ସି । ସୋପିଆନର ବିଭିନ୍ନ ସ୍ଥାନରେ ଲାଗିଲା ଆତଙ୍କୀଙ୍କ ପୋଷ୍ଟର । ସୂଚନା ଦେଲେ ୨୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା । ଖାଲି ସୋପିଆନରେ ନୁହେଁ ପୁଲୱାମା ଜିଲ୍ଲାର ବିଭିନ୍ନ ସ୍ଥାନରେ ବି ପୋଷ୍ଟର ଲାଗିଛି । ଆତଙ୍କୀଙ୍କ ସବିଶେଷ ତଥ୍ୟ ଦେଲେ ୨୦ ଲକ୍ଷ ଦେବାକୁ ଘୋଷଣା କରାଯାଇଥିବା ବେଳେ ଖବର ଦେଇଥିବା ବ୍ୟକ୍ତିଙ୍କ ପରିଚୟ ସମ୍ପୂର୍ଣ୍ଣ ଗୋପନୀୟ ରହିବ ବୋଲି କୁହାଯାଇଛି । ପହଲଗାମ ଆତଙ୍କୀ ଆକ୍ରମଣର ପ୍ରତିଶୋଧ ନେଇ ଭାରତ ଅପରେସନ ସିନ୍ଦୂର ଜରିଆରେ ପାକିସ୍ତାନର ୯ଟି ଆତଙ୍କୀ ଶିବିରକୁ ଧ୍ବଂସ କରିଥିଲା । ପାକିସ୍ତାନ ମଧ୍ୟ ଏହାର ଜବାବରେ ଭାରତର ଅନେକ ସହରକୁ ଟାର୍ଗେଟ କରିଥିଲା । କିନ୍ତୁ ଭାରତୀୟ ସେନା ଏହି ଆକ୍ରମଣକୁ ଅସଫଳ କରିବାରେ ସକ୍ଷମ ହୋଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login