The Ultimate Managed Hosting Platform
ADVERTISEMENT

୩ ବର୍ଷରେ ବଜ୍ରପାତରେ ୧୦୫୭ ଜଣଙ୍କ ଯାଇଛି ଜୀବନ

Facebook
Twitter
LinkedIn

ଭୁବନେଶ୍ୱର : ବିଗତ ୩ ବର୍ଷରେ ବଜ୍ରପାତ ନେଲାଣି ୧୦୫୭ ଜୀବନ । ଗୃହରେ ଉତ୍ତର ରଖିଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ । କେବଳ ଏଇ ୭ ମାସରେ ବଜ୍ରପାତରେ ୨୦୧ ମରିଛନ୍ତି । ୨୦୨୩-୨୪ ବର୍ଷରେ ୨୭୨ ଜଣଙ୍କର ବଜ୍ରପାତ ଜନିତ ମୃତ୍ୟୁ ଘଟିଛି । ସେ ଆହୁରି କହିଛନ୍ତି, ବଜ୍ରପାତ ଦ୍ୱାରା ସର୍ବାଧିକ ଲୋକ ମୟୁରଭଞ୍ଜ, ବାଲେଶ୍ଵର ଗଞ୍ଜାମ ଜିଲ୍ଲାରେ ମୃତ୍ୟୁବରଣ କରିଛନ୍ତି। ବିଧାନସଭାରେ ଲିଖିତ ଉତ୍ତର ରଖି ଏହା କହିଛନ୍ତି ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login