The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

୩ ଲକ୍ଷ ଲେଖାଏଁ ସହାୟତା

Facebook
Twitter
LinkedIn

ଘଟଗାଁ ଦୁର୍ଘଟଣା ; ୮ ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା । ୩ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ୧୨ ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ନିଦେ୍ର୍ଦଶ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ମୃତକଙ୍କ ପରିବାରକୁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଅନୁକମ୍ପା ସହାୟତା ରାଶି ପ୍ରଦାନ କରାଯିବ।
ଦୁର୍ଘଟଣାରେ ଆହତଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ

ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...

ADVERTISEMENT
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ

ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...

Login