ଭୁବନେଶ୍ୱର : ଶୋକ ପ୍ରସ୍ତାବ ଆଗତ ପରେ ବିଧାନସଭାରେ ହଟ୍ଟଗୋଳ । ମୁଖ୍ୟମନ୍ତ୍ରୀଙ୍କ ଏହି ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ୟ୍ୟ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ, ସିପିଆଇ (ଏମ୍) ବିଧାୟକ ଲକ୍ଷ୍ମଣ ମୁଣ୍ଡା ସମର୍ଥନ ଜଣାଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଶେଷରେ ବାଚସ୍ପତି ସୁରମା ପାଢ଼ୀ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ଦୁଇ ମିନିଟ ନିରବ ପ୍ରାର୍ଥନା ହୋଇଥିଲା ।ସାର ପ୍ରସଙ୍ଗରେ ବିଜେଡି ସଦସ୍ୟଙ୍କ ହୋହଲ୍ଲା , ହଟ୍ଟଗୋଳ । ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି ।
Views: 42