The Ultimate Managed Hosting Platform
ADVERTISEMENT

୪୦ ଡିଗ୍ରୀ ଟପିଲା ଝାରସୁଗୁଡା

Facebook
Twitter
LinkedIn

ଭୁବନେଶ୍ୱର : ଦିନ ୨ ଟା ୩୦ ସୁଦ୍ଧା ରେକର୍ଡ ତାପମାତ୍ରା । ଝାରସୁଗୁଡାରେ ସର୍ବାଧିକ ୪୦.୮ ଡିଗ୍ରୀ ତାପମାତ୍ରା ରେକର୍ଡ । ହୀରାକୁଦ -୩୯ , ସମ୍ବଲପୁର -୩୮.୮ , ଚାନ୍ଦବାଲି-୩୭.୨ , ଭୁବନେଶ୍ୱର ୩୬.୨ , ପୁରୀ -୩୪.୨, ବାଲେଶ୍ୱର ୩୩.୬, ପାରାଦୀପ -୩୨.୬ , କେନ୍ଦୁଝର-୩୧.୨ , ଗୋପାଳପୁର -୩୦.୬ ଡିଗ୍ରୀ ରେକର୍ଡ ହୋଇଛି । ତେବେ ଦୁଇ ତିନି ଦିନରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ । ପାଗ ଅନୁକୂଳ ରହିଛି । ୨-୩ ଦିନ ଭିତରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର କିଛି ଅଞ୍ଚଳକୁ ଅଗ୍ରସର ହେବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login