The Ultimate Managed Hosting Platform
ADVERTISEMENT

୪୫ ଏକର ଜମିରୁ ଗଂଜେଇ ଚାଷ ନଷ୍ଟ କଲା ଅବକାରୀ ବିଭାଗ

Facebook
Twitter
LinkedIn

ଲମତାଫୁଟ : ପୋଲିସ ପୁଣି କଡା ପଦକ୍ଷପ ନେଇ ଜାରି ରହିଛି ଅପେରସନ ଗ୍ରୀନ କ୍ଳୀନ । ୪୫ ଏକର ଜମିରୁ ଗଂଜେଇ ଚାଷ ନଷ୍ଟ କଲା ଅବକାରୀ ବିଭାଗ । ପାଡୁଆ,ପୋଲିସ ଏବଂ କୋରାପୁଟ ଅବକାରୀ ବିଭାଗର ମିଳିତ ଭାବରେ ପାଡୁଆ ଥାନା ଅଧୀନ ପାନ୍ତୁଲୁଙ୍ଗ ପଞ୍ଚାୟତ ସିରିଆପାଲି ଓ ଅଣ୍ଡରୁଗୁଡା ଗ୍ରାମ ନିକଟରେ ସ୍ଥାନୀୟ ମାଜିଷ୍ଟେଟଙ୍କ ଉପସ୍ଥିରେ ପ୍ରାୟ ୪୫ ଏକର ଜମିରୁ ପ୍ରାୟ ୬୩ ହଜାର ଗଞ୍ଜେଇ ଗଛ ନଷ୍ଟ କରାଯାଇଛି ।
ଗୋଇନ୍ଦା ସୂଚନାକୁ ଆଧାର କରି କୋରାପୁଟ ଏସପିଙ୍କ ନିର୍ଦେଶ କ୍ରମେ ଅପେରସନ ଗ୍ରୀନ କ୍ଳୀନ ଜାରି ରହିଛି । ଏହି ଅଞ୍ଚଳଟି ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ର ସୀମାନ୍ତ ଅଞ୍ଚଳ ହୋଇ ଥିବା ବେଳେ ଗ୍ରାମକୁ ଲାଗି ରହିଛି ଜଲାପୁଟ ଜଳ ଭଣ୍ଡାର ପାଣି ସୁବିଧା ଥିବାରୁ ଏଠି ବେ ଧଡକ ଭାବେ ଗଂଜେଇ ଚାଷ କରାଯାଇଛି । ଚାଷୀ ଙ୍କ ସଚେତନତା ଅଭାବରୁ ଏଠି ଦୀର୍ଘ ବର୍ଷ ଧରି ଚାଷୀ ଗଂଜେଇ ଚାଷ କରୁଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login