The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

୪୮ ଘଣ୍ଟାରେ ଲଘୁଚାପ !

Facebook
Twitter
LinkedIn

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ । ୨୭ ତାରିଖ ଯାଏଁ ବର୍ଷିବ । ପରବର୍ତ୍ତୀ ୪୮ ଘଣ୍ଟାରେ ଘନିଭୂତ ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ନେଇ ଏସଆରସିଙ୍କ ସତର୍କ ସୂଚନା । ଏହା ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ରୂପ ନେବ । ପ୍ରଭାବରେ ଆସନ୍ତା ୩ ଦିନ ପର୍ୟ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୮ ଜିଲ୍ଲା ଅନୁଗୁଳ, ଢେଙ୍କାନାଳ,କେନ୍ଦୁଝର, ମୟୂରଭଞ୍ଜ, କଟକ, ଯାଜପୁର, କେନ୍ଦ୍ରାପଡା ଏବଂ ଜଗତସିଂହପୁରକୁ ସତର୍କତା ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ୭୦ରୁ ୨ଶହ ମିଲିମିଟର ଯାଏଁ ବର୍ଷାହେବ । ପ୍ରବଳ ବର୍ଷା ନେଇ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କେନ୍ଦୁଝର ଏବଂ ମୟୂରଭଞ୍ଜକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ୨୭ ଏବଂ ୨୮ ତାରିଖରେ ବର୍ଷା କମିବା ସହ ୨୯ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ଅଗଷ୍ଟ ୩୧ ରୁ ସେପ୍ଟେମ୍ବର ୩ ତାରିଖ ପର୍ୟ୍ୟନ୍ତ ପୁଣି ନିର୍ଧୁମ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ସେପଟେ ଜୁନ ୧ ରୁ ଆଜି ପର୍ୟ୍ୟନ୍ତ ରାଜ୍ୟରେ ସ୍ବାଭାବିକଠାରୁ ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login