The Ultimate Managed Hosting Platform
ADVERTISEMENT

୪ କୋଟିର ମାରିଜୁଆନା ଜବତ

Facebook
Twitter
LinkedIn

ଭୁବନେଶ୍ୱର : ୪ କୋଟିର ମାରିଜୁଆନା ଜବତ । ବିଜୁ ପଟ୍ଟନାୟକ ଏୟାରପୋର୍ଟରୁ ଜବତ କଲା ଡିଆରଆଇ । ବ୍ୟାଙ୍କକରୁ ଭୁବନେଶ୍ୱର ଆଣିବା ବେଳେ ଧରିଲା କଷ୍ଟମ ବିଭାଗ । ଚୋରା ଚାଲାଣ ଅଭିଯୋଗରେ ୨ ଜଣ ଅଟକ । ଅଟକ ପୁରୁଷ ଓ ମହିଳାଙ୍କୁ ପଚରାଉଚରା । ଏହି ଘଟଣାର ଦୁଇଦିନ ପୂର୍ବରୁ ବିମାନବନ୍ଦରରୁ ୩୦ କୋଟିର ମାରିଜୁଆନା ଜବତ କରିଥିଲା। ଏଣେ ଗତ ମାସ ୩୦ ତାରିଖ ଦିନ ଭୁବନେଶ୍ବର ବିମାନବନ୍ଦରରୁ ୩୦ କେଜି ମାରିଜୁଆନା ଜବତ କରାଯାଇଥିଲା। ଏହି ଚଢ଼ଉରେ ଉତ୍ତରପ୍ରଦେଶର ତିନିଜଣ ଯୁବକଙ୍କୁ ଗିରଫ କରାଯାଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login