The Ultimate Managed Hosting Platform
ADVERTISEMENT

୪ କୋଟିର ମାରିଜୁଆନା ଜବତ

Facebook
Twitter
LinkedIn

ଭୁବନେଶ୍ୱର : ୪ କୋଟିର ମାରିଜୁଆନା ଜବତ । ବିଜୁ ପଟ୍ଟନାୟକ ଏୟାରପୋର୍ଟରୁ ଜବତ କଲା ଡିଆରଆଇ । ବ୍ୟାଙ୍କକରୁ ଭୁବନେଶ୍ୱର ଆଣିବା ବେଳେ ଧରିଲା କଷ୍ଟମ ବିଭାଗ । ଚୋରା ଚାଲାଣ ଅଭିଯୋଗରେ ୨ ଜଣ ଅଟକ । ଅଟକ ପୁରୁଷ ଓ ମହିଳାଙ୍କୁ ପଚରାଉଚରା । ଏହି ଘଟଣାର ଦୁଇଦିନ ପୂର୍ବରୁ ବିମାନବନ୍ଦରରୁ ୩୦ କୋଟିର ମାରିଜୁଆନା ଜବତ କରିଥିଲା। ଏଣେ ଗତ ମାସ ୩୦ ତାରିଖ ଦିନ ଭୁବନେଶ୍ବର ବିମାନବନ୍ଦରରୁ ୩୦ କେଜି ମାରିଜୁଆନା ଜବତ କରାଯାଇଥିଲା। ଏହି ଚଢ଼ଉରେ ଉତ୍ତରପ୍ରଦେଶର ତିନିଜଣ ଯୁବକଙ୍କୁ ଗିରଫ କରାଯାଇଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login