ଭୁବନେଶ୍ୱର : ରାଜ୍ୟରେ ଆଗାମୀ ୫ ଦିନ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି । ୨୮ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଆଜି ୪ ଜିଲ୍ଲାରେ ଅତି ପ୍ରବଳ ଓ ୧୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଖୋର୍ଦ୍ଧା, ପୁରୀ , ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା । ରାଜଧାନୀ ଭୁବନେଶ୍ୱରରେ ଆଜି ଦିନ ୨ଟା ୩୦ ସୁଦ୍ଧା ୯୦.୪ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ପୁରୀ, ଖୋର୍ଦ୍ଧା, କଟକ ଜିଲ୍ଲାର କିଛି-କିଛି ଅଂଚଳରେ ବର୍ଷା ଲାଗିରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୨୩ତାରିଖ ଶୁକ୍ରବାର ଅପରାହ୍ନ ମଧ୍ୟରେ ରାଜ୍ୟର ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ପ୍ରଭୃତି ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋବାକୁ ଥିବାବେଳେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ପ୍ରଭୃତି ୧୬ ଟି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ହେବାର ସମ୍ଭାବନା ରହିଛି
୪ ଜିଲ୍ଲାରେ ପ୍ରବଳ ବର୍ଷିବ !
Facebook
Twitter
LinkedIn
Facebook
Twitter
LinkedIn
Recent News
Valor Bet App Biggest playing feel
It is crucial to identify trustworthy aviator betting websites to experience a safe and uninterrupted gaming environment. Numerous platforms in...
Divertimento_assicurato_e_chicken_road_in_questa_sfida_a_evitare_pericoli_sulla
Divertimento assicurato e chicken road in questa sfida a evitare pericoli sulla strada virtualeLa Meccanica di Base e le Strategie...
Intrigue_certaine_et_défis_majeurs_avec_casino_spinania_pour_parieurs_audacieux
Intrigue certaine et défis majeurs avec casino spinania pour parieurs audacieuxL’Évolution des Jeux de Casino en LigneL'Impact des Nouvelles Technologies...
Detailed_guidance_on_navigating_arionplay_gcash_login_for_seamless_transactions
Detailed guidance on navigating arionplay gcash login for seamless transactionsUnderstanding the Arionplay and GCash ConnectionThe Importance of Account SecurityStep-by-Step Guide...







