ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୪ ଦିନ ଯାଏଁ କାଳବୈଶାଖୀ ବର୍ଷା ସମ୍ଭାବନା । ଆଗାମୀ ୨୪ ଘଣ୍ଟାରେ ୯ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା । ଗଞ୍ଜାମ , ଗଜପତି, କେନ୍ଦୁଝର , ମୟୁରଭଞ୍ଜ, ରାୟଗଡାରେ ବର୍ଷା ସମ୍ଭାବନା । କଳାହାଣ୍ଡି , କନ୍ଧମାଳ , କୋରାପୁଟ, ମାଲକାନଗିରିରେ ବର୍ଷା ସମ୍ଭାବନା । ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ଅଧିକ ରହିବ ।
Views: 90