The Ultimate Managed Hosting Platform
ADVERTISEMENT

୪ ଦିନ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ

Facebook
Twitter
LinkedIn

ପୁରୀ : ଶ୍ରୀପଞ୍ଚମୀ ଓ ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଫେବ୍ରୁଆରି ୨ ଏବଂ ୩ ତାରିଖ ତଥା ଫେବ୍ରୁଆରି ୫ ଓ ୬ ତାରିଖ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି। ଏହି ଦିନ ବ୍ୟତୀତ ଅନ୍ୟ ଦିବସରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି କାମ ଚାଲୁ ରହିବ। ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।ସୂଚନାଯୋଗ୍ୟ ଏଏସ୍ଆଇ ପୁଣିଥରେ ଗତ ୨୭ ତାରିଖଠାରୁ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ କରିଥିଲା। ଶ୍ରୀମନ୍ଦିର ପ୍ରଶାସନ ଚିଠିକ୍ରମେ ଗତ ଜାନୁଆରି ୨୬ ପର୍ୟ୍ୟନ୍ତ ଏଏସ୍ଆଇ ରତ୍ନଭଣ୍ଡାର ମରାମତି କାମ ବନ୍ଦ ରଖିଥିଲା।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login