The Ultimate Managed Hosting Platform
ADVERTISEMENT

୪ ଦିନ ହେଭି ୱେଟ !

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଆହୁରି ୪ ଦିନ ଲାଗି ରହିବ ହିଟ୍ ୱେଭ ସ୍ଥିତି । ହିଟ୍ ୱେଭ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା । ଉତ୍ତର ଓ ପଶ୍ଚିମ ଆଭ୍ୟନ୍ତରୀଣ ଓଡିଶାରେ ହିଟ୍ ୱେଭ ସ୍ଥିତି ରହିବ । ମୟୂରଭଞ୍ଜ , କେନ୍ଦୁଝର, ଅନୁଗୁଳ ଓ ଯାଜପୁର ଜିଲ୍ଲାର ରେଡ୍ ୱାର୍ଣ୍ଣିଂ । ୯ ତାରିଖ ଯାଏଁ ଗ୍ରୀଷ୍ମ ପ୍ରବାହ ସ୍ଥିତି ଲାଗି ରହିବା ସମ୍ଭାବନା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ୪୧ ଡିଗ୍ରୀ ଉପରେ ରହିଛି୨ ସହରର ତାପମାତ୍ରା। ୪୧.୪ ଡିଗ୍ରୀ ତାପମାତ୍ରା ସହ ଝାରସୁଗୁଡା ଦିନ ୧୧ଟା ୩୦ ସୁଦ୍ଧା ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିପରି ଭୁବନେଶ୍ୱରର ତାପମାତ୍ରା ୪୧.୨ ଡିଗ୍ରୀ ରେକର୍ଡ କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login