The Ultimate Managed Hosting Platform
ADVERTISEMENT

୪ ଦିନ ହେଲାଣି ଖାଇନି ଜିନ୍ନତ-ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଉପାସରେ ଅଛି ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀ ଜିନ୍ନତ । ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଏ ନେଇ ସୂଚା ଦେଇଛନ୍ତି । ଏବେ ଝାଡ଼ଖଣ୍ଡ ଜଙ୍ଗଲରେ ବୁଲୁଛି ବାଘୁଣୀ ଜିନ୍ନତ । ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀ ଜିନ୍ନତ ଏବେ ବି ଝାଡ଼ଖଣ୍ଡ ଜଙ୍ଗଲରେ ବୁଲୁଛି । ଜଙ୍ଗଲ ବିଭାଗ ଜିନ୍ନତ ଉପରେ ତୀକ୍ଷଣ ନଜର ରଖିଛି । ଏବେ ବି ଏକ ସ୍ବତନ୍ତ୍ର ଟିମ୍ ଝାଡ଼ଖଣ୍ଡରେ ରହି ସ୍ଥିତି ଅନୁଧ୍ୟାନ କରୁଛନ୍ତି । ଜିନ୍ନତକୁ ଟ୍ରାଙ୍କୁଲାଇଜ କରି ଶିମିଳିପାଳ ଫେରାଇ ଆଣିବାକୁ ଚିନ୍ତା କରାଯାଉଥିଲେ ମଧ୍ୟ ଏହା ଏତେ ସହଜ ପ୍ରକ୍ରିୟା ନୁହେଁ । ଗତ ୪ଦିନ ହେଲା ଜିନ୍ନତ କିଛି ଖାଉ ନଥିବାରୁ ଦିନକୁ ଦିନ ଦୁର୍ବଳ ହେଉଛି । ଏଭଳି ଅବସ୍ଥାରେ ଟ୍ରାଙ୍କୁଲାଇଜ କରିବା ସୁରକ୍ଷିତ ନୁହେଁ । ହେଲେ ଜିନ୍ନତକୁ ଫେରାଇ ଆଣିବାକୁ ବିଭାଗ ଉଦ୍ୟମ ଜାରି ରହିଥିବା କହିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login