The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

୫ଟି ରାଜ୍ୟସଭା ଆସନରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା

Facebook
Twitter
LinkedIn

ନୂଆଦିଲ୍ଲୀ : ୫ଟି ରାଜ୍ୟସଭା ଆସନରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ । ପଞ୍ଜାବରେ ଗୋଟିଏ ଏବଂ ଜମ୍ମୁ-କଶ୍ମୀରରେ ଚାରୋଟି ଆସନ ଖାଲି ପଡିଥିବାରୁ ଏଠାରେ ଉପନିର୍ବାଚନ ହେବାକୁ ତାରିଖ ଘୋଷଣା କରାଯାଇଛି । ଆସନ୍ତା ଅକ୍ଟୋବର ୨୪ରେ ଏହି ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେବ । ନିର୍ବାଚନ ବିଜ୍ଞପ୍ତି ଅକ୍ଟୋବର ୬ରେ ପ୍ରକାଶ ପାଇବ । ଇଚ୍ଛୁକ ପ୍ରାର୍ଥୀ ଅକ୍ଟୋବର ୬ରେ ନାମାଙ୍କନ ଦାଖଲ କରିପାରିବେ । ନାମାଙ୍କନ ଦାଖଲ କରିବାର ଶେଷ ତାରିଖ ୧୩ ଅକ୍ଟୋବର ରହିଛି । ନାମାଙ୍କନ ପତ୍ର ଯାଞ୍ଚ ତାରିଖ ୧୪ ଅକ୍ଟୋବର ରହିଛି । ନାମାଙ୍କନ ପତ୍ର ପ୍ରତ୍ୟାହାର କରିବାର ତାରିଖ ୧୬ ଅକ୍ଟୋବର ରହିଛି । ଭୋଟ ଗ୍ରହଣ ସକାଳ ୯ ରୁ ସନ୍ଧ୍ୟା ୪ଟା ଯାଏଁ ହେବ । ଭୋଟ ଗଣତି ସେହିଦିନ ୫ଟାରୁ ହେବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ଟେକ ଅଫ ସମୟରେ ରନୱେରୁ ଖସିଲା ପ୍ରାଇଭେଟ ଜେଟ

ୟୁପି : ଉତ୍ତରପ୍ରଦେଶର ଫର୍ରୁଖାବାଦ୍ ଜିଲ୍ଲାରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । କୋତୱାଲି ମହମ୍ମଦାବାଦ ଏୟାରଷ୍ଟ୍ରିପରେ ଉଡ଼ାଣ ଭରିବା ସମୟରେ ଏକ ଘରୋଇ ଜେଟ୍ ନିୟନ୍ତ୍ରଣ...

ADVERTISEMENT
ଐତିହାସିକ କଟକ ବାଲିଯାତ୍ରାକୁ ମିଳିଲା ଜାତୀୟ ମାନ୍ୟତା

ଉପର ପଡିଆରେ ହେବ ବାଲିଯାତ୍ରା , ଲୋକଙ୍କ ଭାବାବେଗ ଓ ପରମ୍ପରାକୁ ଦେଖି ଗ୍ରହଣ କଲେ ହାଇକୋର୍ଟ

କଟକ : ଉପର ପଡିଆରେ ହେବ ଐତିହାସିକ ବାଲିଯାତ୍ରା । ଏ ନେଇ ହାଇକୋର୍ଟଙ୍କୁ ସତ୍ୟପାଠ ଦେଲା ଜିଲ୍ଲା ପ୍ରଶାସନ । ଲୋକଙ୍କ ଭାବାବେଗ ଓ ପରମ୍ପରାକୁ...

Login