ନୂଆଦିଲ୍ଲୀ : ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା । ଗଭୀର ଅବପାତରେ ପରିଣତ ହେଲା ବାତ୍ୟା “ମିଗଜୋମ” । ଘଣ୍ଟା ପ୍ରତି ୧୧ କିମି ବେଗରେ ଉତ୍ତରପଶ୍ଚିମ ଆଡକୁ ଗତି କରୁଛି । ୪ ତାରିଖ ପୂର୍ବାହ୍ନରେ ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡୁ ଉପକୂଳ ପହଁଚିବ । ପରେ ସମୁଦ୍ର ମଧ୍ୟରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳର ନିକଟ ହେବ । ୫ ତାରିଖ ପୂର୍ବାହ୍ନରେ ନେଲୋର ଓ ମଚ୍ଛଲିପଟ୍ଟନମ ଉପକୂଳ ଛୁଇଁବ । ଲ୍ୟାଣ୍ଡଫଲ ବେଳେ ପବନର ବେଗ ୧୦୦ କିମି ରହିବ ।
ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି ଜାରି ରଖିବା ସହ ଆସନ୍ତାକାଲି ଆନ୍ଧ୍ର ଉପକୂଳରେ ଲାଣ୍ଡଫଲ୍ କରିବ ମିଗଜୋମ୍ । ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳର ନେଲ୍ଲୋର ଓ ପଛଲିପଟନମ୍ ଭିତରେ ଦ୍ବିପ୍ରହର ସମୟରେ ସ୍ଥଳଭାଗ ଅତିକ୍ରମ କରିବ । ସିଭିୟର ସାଇକ୍ଲୋନିକ ଷ୍ଟର୍ମ ଭାବରେ ଲାଣ୍ଡଫଲ୍ କରିବ । ସେତେବେଳେ ପବନର ବେଗ ଘଣ୍ଟାପ୍ରତି ୯୦ରୁ ୧୦୦ ଓ ବଢ଼ି ୧୧୦ କିଲୋମିଟର ଛୁଇଁପାରେ ।

୫ରେ ଉପକୂଳ ଛୁଇଁବ “ମିଗଜୋମ”
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...